www.samajalive.in
Wednesday, December 10, 2025
14.1 C
Bhubaneswar

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ସପ୍ତମ ବେତନ ଆୟୋଗ ଅଧୀନରେ ଏହି ବୃଦ୍ଧି କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories