www.samajalive.in
Saturday, December 6, 2025
23.1 C
Bhubaneswar

ଖୁସି ଖବର; ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ଭୋଗୀଙ୍କ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ଭୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ବଢିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ନେଇ ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ।
ସେହିପରି ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

୧୦୦ ବର୍ଷ ପରେ.. ଏଥର ହନୁମାନ ଜୟନ୍ତୀରେ ଅଦ୍ଭୁତ ଓ ଦୁର୍ଲ୍ଲଭ ସଂଯୋଗ, ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି, ହେବ ବିବାହ, ମିଳିବ ଚାକିରି, ରହିବନି ଚିନ୍ତା..

ଦେଖନ୍ତୁ ଭିଡିଓ; ଚଳନ୍ତା ଟ୍ରେନ୍‌ରୁ ଚୋରି କରୁଥିଲେ ମୋବାଇଲ୍‌, ଖାଇଲେ ନିସ୍ତୁକ ମାଡ

- Advertisement -

ମାତ୍ର ୧୩ ଟଙ୍କା.. ବିଏସଏନଏଲର ଜବରଦସ୍ତ ପ୍ଲାନ୍‌ ,ମାସକୁ ୭୦ ଜିବି ଡାଟା ସହ ମିଳିବ ଅନେକ ସୁବିଧା

ବଡ ଝଟକା ; ପୁଣି ବଢିଲା ସୁନା ଦାମ୍‌

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories