ଖୁସି ଖବର; ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ଭୋଗୀଙ୍କ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ଭୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ବଢିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ନେଇ ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା … Continue reading ଖୁସି ଖବର; ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ଭୋଗୀଙ୍କ ବଢିଲା ମହଙ୍ଗା ଭତ୍ତା