www.samajalive.in
Sunday, December 7, 2025
14.1 C
Bhubaneswar

ଖୁସି ଖବର: କେନ୍ଦ୍ର କର୍ମଚାରୀଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି

ନୂଆଦିଲ୍ଲୀ: କ୍ୟାବିନେଟ ମଙ୍ଗଳବାର ଦିନ କେନ୍ଦ୍ର କର୍ମଚାରୀ ଓ ପେନସନ ଗ୍ରହୀତାଙ୍କ ପାଇଁ ମହଙ୍ଗା ଭତ୍ତା ତିନି ପ୍ରତିଶତ ବୃଦ୍ଧି କରିଛନ୍ତି। ପୂର୍ବରୁ ମହଙ୍ଗା ଭତ୍ତା ୯ ପ୍ରତିଶତ ଥିଲା। ୨୦୧୯ ଜାନୁଆରୀ ୧ ତାରିଖରୁ ଏହି ଭତ୍ତା ପିଛିଲା ଭାବେ ମିଳିବ। ଏହାଦ୍ୱାରା ରାଜକୋଷ ଉପରେ ୮୯,୧୬୮.୧୨ କୋଟି ଟଙ୍କାର ଅତିରିକ୍ତ ବୋଝ ପଡିବ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories