www.samajalive.in
Monday, December 15, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିତରଣ ସଂସ୍ଥାର ପରିଚାଳକ

ବିଦ୍ୟୁତ ବିତରଣକାରୀ ସଂସ୍ଥା, ପଶ୍ଚିମ ଓଡ଼ିଶା ଟାଟା ପାଓ୍ବରର ପରିଚାଳକ ସନ୍ତୋଷ ଦରଜୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ସମ୍ବଲପୁର, ବୁର୍ଲା ଓ ବରଗଡ଼ ଆଦି ତିନୋଟି ସ୍ଥାନରେ ଏକ ସମୟରେ ଚଢଉ ଚାଲିଛି। ଚଢଉ ସମୟରେ ଘରୁ  ୭  ଲକ୍ଷ ୨୦ ହଜାରରୁ ଅଧିକ ଟଙ୍କା ମିଳିଛି ।

ସମ୍ବଲପୁର ପ୍ରଧାନପଡା ସ୍ଥିତ ତାଙ୍କ ବାସ ଭବନ, ସମ୍ବଲପୁର ବୁର୍ଲା ସ୍ଥିତ ଟାଟା ପାଓ୍ବର କାର୍ଯ୍ୟାଳୟ ଏବଂ ବରଗଡ଼ ଜିଲ୍ଲା ଅତାବିରା ସ୍ଥିତ ତାଙ୍କ ନିଜ ଗ୍ରାମରେ ଥିବା ଘରେ ଚଢଉ କରାଯାଇଛି।

- Advertisement -

 

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories