www.samajalive.in
Wednesday, December 10, 2025
14.1 C
Bhubaneswar

ଶ୍ରୀମନ୍ଦିରରୁ ଡାଲଡା ଘିଅ ଜବତ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡାଲଡା ଘିଅ କେଉଁଥିରେ ବ୍ୟବହାର କରାଯାଉଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ। ଶ୍ରୀମନ୍ଦିର ଭିତରେ କେବଳ ଓମଫେଡ ଘିଅ ବ୍ୟବହାର ପାଇଁ ନିର୍ଦେଶ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories