www.samajalive.in
Friday, December 5, 2025
17.1 C
Bhubaneswar

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ବର : ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦାମଙ୍କ ପରଲୋକ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ସକାଳ ପ୍ରାୟ ସାଢେ ୫ଟା ସୁଦ୍ଧା ତାଙ୍କ ଦେହାନ୍ତ ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ଓଡ଼ିଶା ରାଜନୀତି ଇତିହାସରେ ଜଣେ ମହାଦ୍ରୁମ ଥିଲେ ଦାମ ରାଉତ । ୧୯୭୭ ମସିହାରେ ପ୍ରଥମ ଥର ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ । ୫ ଥର ଏରସମା ଓ ୨ ଥର ପାରାଦୀପରୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ । କୃଷି, ସ୍ବାସ୍ଥ୍ୟ ସହ ୭ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ରହିଥିଲେ ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories