ଶ୍ରୀଜୀଉଙ୍କ ବନକଲାଗି : ୪ ଘଣ୍ଟା ଦର୍ଶନ ବନ୍ଦ

0

ପୁରୀ : ଶ୍ରୀମନ୍ଦିରରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ନିମନ୍ତେ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ ଟାରୁ ରାତି ୮ଟା ଯାଏ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ।

Leave A Reply