ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ଏଏସଆଇ
କୋରାପୁଟ: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ମହିଳା ପୁଲିସ କର୍ମଚାରୀ। କୋରାପୁଟ ଜିଲା ଦଶମନ୍ତପୁର ଥାନାର ମହିଳା ଏଏସଆଇ ଦୀପିକା ହୀରା ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୌଶଳକ୍ରମେ ତାଙ୍କୁ ଧରିଛି ଭିଜିଲାନ୍ସ। ଏଥିସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି।
Comments are closed.