www.samajalive.in
Saturday, December 6, 2025
19.1 C
Bhubaneswar

ଦମ୍ପତିଙ୍କ ଠାରୁ ୫୦ କେଜି ଗଞ୍ଜେଇ ଜବତ

ଦଶପଲ୍ଲା : ଦମ୍ପତିଙ୍କ ନିକଟରୁ ଶନିବାର ପ୍ରାୟ ୫୦ କେଜି ଗଞ୍ଜେଇ ଜବତ ହୋଇଛି। ନୟାଗଡ ଦଶପଲ୍ଲା ଟୋଲ୍‌‌ଗେଟ୍‌‌ ନିକଟରେ ପୁଲିସ ଏହି ଦମ୍ପତିଙ୍କୁ ଧରିଛି। କାର୍‌‌ରେ ଫୁଲବାଣୀରୁ କଟକ ଯାଉଥିବା ବେଳେ ଧରାପଡିଛନ୍ତି। ସ୍ୱାମୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସ୍ତ୍ରୀ ଥାନାରେ ଅଟକ ରଖାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଅଢେଇ ଳକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories