www.samajalive.in
Friday, December 5, 2025
17.1 C
Bhubaneswar

ଦିନ ଦ୍ୱିପ୍ରହରରେ ଛୁରି ଭୁସି ଯୁବକଙ୍କୁ ନିର୍ମମ ହତ୍ୟା

ଦଶପଲ୍ଲା : ଦିନ ଦ୍ୱିପ୍ରହରରେ ଛୁରି ଭୁସି ଯୁବକଙ୍କୁ ଶନିବାର ନିର୍ମମ ହତ୍ୟା କରାଯାଇଛି। ଗଣିଆ ଥାନା ପାଣ୍ଡରାସିଂହା ଗାଁରେ ଯୁବକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ଦୁଇ ସାଙ୍ଗ ମଧ୍ୟରେ ସାମାନ୍ୟ ବଚସାରୁ ଛୁରି ଭୁସି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତ ଯୁବକକୁ କାବୁ କରି ସ୍ଥାନୀୟ ଲୋକେ ପୁଲିସ ଜିମା ଦେଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଅହମ୍ମଦାବାଦ ବିମାନ ଦୁର୍ଘଟଣା ; ‘ତୁମେ ଚାଲ, ମୁଁ ଆସୁଛି’ ଏହା ଥିଲା ଡାକ୍ତରୀ ଛାତ୍ରଙ୍କ ଶେଷ ଶବ୍ଦ..

ଦେଖନ୍ତୁ ଭିଡିଓ; ଶିକାରୀ ହେଲା ଶିକାର, ସାପ-ଚିଲ ଲଢେଇ, ଜିତିଲା କିଏ?

- Advertisement -

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories