www.samajalive.in
Wednesday, December 10, 2025
26.1 C
Bhubaneswar

ବୈତରଣୀ ନଦୀବନ୍ଧରେ ଘାଇ, ଭୟଭୀତ ସ୍ଥାନୀୟ ଲୋକେ

ଦଶରଥପୁର : ଯାଜପୁର ଜିଲା ଦଶରଥପୁର ବ୍ଳକ କମାଡିହି ପଞ୍ଚାୟତର ବଳରାମପୁରଠାରେ ଆଜି ସକାଳେ ବୈତରଣୀ ନଦୀବନ୍ଧ ଧସି ୫୦ ଫୁଟର ଘାଇ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଫଳରେ ଏହାର ପାଖାପାଖି ଲୋକେ ଭୟଭୀତ ରହିଛନ୍ତି। କୟାଁ, କମାରଢି, ଖାନ ନଗର, ଦତ୍ତପୁର ଆଦି ପଞ୍ଚାୟତ ସମେତ ୨୦ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେବାର ଆଶଙ୍କା ରହିଛି । ଅନ୍ୟପକ୍ଷରେ ନିମ୍ନମାନର କାମ ହେତୁ ନଦୀବନ୍ଧ ଧସୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଆଗାମୀ ୪୮ ଘଣ୍ଟାରେ ଘାଇ ମରାମତି କରାଯାଇ ପଥର ପ୍ୟାକିଂ କରାଯିବ ବୋଲି ଜଳ ସମ୍ପଦ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories