www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ

ଭୁବନେଶ୍ଵର: ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ଏଥିଲାଗି ଆଜି ପ୍ରଭୁ ଲୋକନାଥଙ୍କ ପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି ।  ୧୨ଟା ୩୦ରେ ଦ୍ବାରଫିଟା ହେବା ପରେ ମଙ୍ଗଳ ଆଳତୀ, ଅବକାଶ ହୋଇ ସକାଳ ଧୂପ ଓ ଦ୍ବିପ୍ରହର ଧୂପ ପରେ ମନ୍ଦିର ଗମ୍ଭୀରାରେ ବର୍ଷ ତମାମ ଭକ୍ତ ମାନଙ୍କ ଦ୍ୱାରା ଅର୍ପଣ କରାଯାଇଥିବା ବେଲପତ୍ର,ପୁଷ୍ପ ,ଫଳ, ସୁନା,ରୂପା ଓ ନୈବେଦ୍ୟକୁ କଢ଼ାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ୬ ପ୍ଲାଟୁନ୍ ପୁଲିସ୍ ଫୋର୍ସ ସହ ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ୫ ଜଣ ଡିଏସ୍‌ପି , ୧୫ ଜଣ ଇନ୍ସପେକ୍ଟର, ୪୧ ଜଣ ଏସ୍‌ଆଇ ନିୟୋଜିତ ହୋଇଛନ୍ତି। ପଙ୍କୋଦ୍ଧାର ଏକାଦଶୀ ପାଇଁ ଶ୍ରୀଲୋକନାଥ ମନ୍ଦିରକୁ ରହିଥିବା ରାସ୍ତାରେ ଗାଡିମୋଟର ଯାତାୟତ କରିବା ପାଇଁ ସ୍ଵତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories