www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର

ଟିଟିଲାଗଡ଼: ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର। ଟିଟିଲାଗଡ଼ ଉପଖଣ୍ଡ ସଇଁତଲା ତହସିଲ ଅନ୍ତର୍ଗତ ବେଲଗାଁ ଏଆରଆଇ ଜ୍ୟୋସ୍ନା ମାଝୀ ଏବଂ ଡାଟା ଏଣ୍ଟ୍ରି ଅପରେଟର ମଣ୍ଟୁ ନନ୍ଦ ଭିଜିଲାନ୍ସ ଜାଲରେ ପଡିଛନ୍ତି । କଳାହାଣ୍ଡି ଜିଲ୍ଲା ବାଭନିମୁଣ୍ଡା ଗାଁ ର ବାସୁଦେବ ରଣାଙ୍କ ଜମି ଚିହ୍ନଟ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ଲାଞ୍ଚ ନେବା ସମୟରେ ବଲାଙ୍ଗିର ଭିଜିଲାନ୍ସ ବିଭାଗ ଉଭୟଙ୍କୁ କାବୁ କରି ନିଜ ହେପାଜତକୁ ନେଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories