www.samajalive.in
Monday, December 8, 2025
14.1 C
Bhubaneswar

ଏସସିବି ମେଡିକାଲରେ ଭିଜିଲାନ୍ସ; ଲାଞ୍ଚ ନେଇ ଧରାପଡ଼ିଲେ ଡାଟା ଏଣ୍ଟ୍ରି ଅପରେଟର

ସମାଜ ଡିଜିଟାଲ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଗୁରୁବାର ପଶିଛି ଭିଜିଲାନ୍ସ ଟିମ୍‌। ଲାଞ୍ଚ ନେବାବେଳେ ହେପାଟୋଲୋଜି ବିଭାଗର ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ‘ହେପାଟାଇଟିସ୍-ସି’ ଚିକିତ୍ସା ଆଳରେ ଜଣେ ଦରିଦ୍ର ରୋଗୀଙ୍କ ପୁଅଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ତାଙ୍କୁ ଧରିଛି ଭିଜିଲାନ୍ସ। ସ୍ମୃତି ରଞ୍ଜନଙ୍କ ଦୁଇଟି ବାସସ୍ଥାନରେ ଚଢାଉ ଜାରି ରହିଛି। ଏତଇସହ ଅଧିକ ତଦନ୍ତ ଚାଲିଥିବା ନେଇ ଭିଜିଲାନ୍ସ ମୁଖ୍ୟାଳୟରୁ ପ୍ରକାଶ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories