www.samajalive.in
Monday, December 8, 2025
27.1 C
Bhubaneswar

ଧରଣୀଧର ବିଶ୍ବବିଦ୍ୟାଳୟରେ ନିଯୁକ୍ତ ହେବେ କୁଳସଚିବ

ଭୁବନେଶ୍ବର:କେନ୍ଦୁଝରରେ ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ଧରଣୀଧର ବିଶ୍ବବିଦ୍ୟାଳୟରେ ନିଯୁକ୍ତ ହେବେ ନୂଆ କୁଳସଚିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ଓ ସାଧରଣ ଅଭିଯୋଗ ବିଭାଗକୁ ଚିଠି ଲେଖାଯାଇଛି। ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଜଣେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେବାକୁ ଅନୁରୋଧ କରାଯାଇଛି। ଯୁଗ୍ମ ସଚିବଙ୍କ ଉପରିସ୍ଥ ପାହ୍ୟାର ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ କୁହାଯାଇଛି। ପୂର୍ବରୁ ଏନେଇ ଜଣାଯାଇଥିଲେ ମଧ୍ୟ ଏଯାବତ୍‌ ନିଯୁକ୍ତି ମିଳିନି। ବିଶ୍ବବିଦ୍ୟାଳୟର ସୁପରିଚାଳନା ପାଇଁ ତୁରନ୍ତ କୁଳସଚିବ ନିଯୁକ୍ତି ଦେବାକୁ କୁହାଯାଇଛି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories