www.samajalive.in
Saturday, December 6, 2025
26.1 C
Bhubaneswar

ଶିଶୁପୁତ୍ରକୁ ହତ୍ୟା କରି ବାପା ଗିରଫ

ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲଟୁଆର ନିଉ କଲୋନୀ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ବିଷୟରେ ସୋମବାର ଜଣାପଡ଼ିଛି। ଜଣେ ବ୍ୟକ୍ତି ନିଜ ଏକ ମାସର ଶିଶୁପୁତ୍ରକୁ ହତ୍ୟା କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ୩୦ ତାରିଖରେ ନିଶାସକ୍ତ ଅବସ୍ଥାରେ ନିଜ ପୁଅକୁ ହତ୍ୟା କରିବା ପରେ ମୃତଦେହକୁ ପୋତି ଦେଇଥିଲା। ଏନେଇ ମୃତ ପୁଅର ମାଆ ଅଭିଯୋଗ କରିବା ପୁଲିସ ପରେ ମାମଲାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତ ବ୍ୟକ୍ତି ଜଣଙ୍କ ଗିରଫ ହେବା ପରେ ଆଜି ମୃତଦେହ ପୋତାଯାଇଥିବା ସ୍ଥାନ ଖୋଳା ଯିବ ବୋଲି ଜଣାପଡ଼ିଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories