www.samajalive.in
Sunday, December 14, 2025
23.1 C
Bhubaneswar

ନବ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ବାଲୁଙ୍ଗା ବାଣପୁର ଥାନା  ଚିଲିକା ବ୍ଲକ ଅନ୍ତର୍ଗତ ନଇରି ବଡ଼ ସାହିରେ  ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘର ମଧ୍ୟରୁ ଏକ ନବ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ବାଣପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ନଇରି ବଡ଼ ସାହିରେ ନବ ଦମ୍ପତ୍ତି ଏକ ଭଡ଼ା ଘରେ ରହୁଥିଲେ। ସେମାନେ ୫ ମାସ ତଳେ ବିବାହ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories