ଭୁବନେଶ୍ୱର : ଭୁବନେଶ୍ୱର ଲିଙ୍ଗିପୁର ଏକ ଭଡ଼ା ଘରୁ ରବିବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଜଣେ ଆଇନଜୀବୀ ବୋଲି ଜଣାପଡ଼ିଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ମିଳିଥିବା ସୂଚନା ଅନୁଯାୟୀ, ପରିବାର ଲୋକେ ଘରର କବାଟ ଭାଙ୍ଗି ମହିଳାଙ୍କ ମୃତଦେହ ଉଦ୍ଧାର କରିଥିଲେ।
Popular Categories



