www.samajalive.in
Sunday, December 14, 2025
16.1 C
Bhubaneswar

ନିଆଁ ପୋଡି ହୋଇଥିବା ଦମ୍ପତ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ନୟାଗଡ : ନିଆଁରେ ପୋଡି ହୋଇଥିବା ଦମ୍ପତ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଉଭୟ କଟକ ବଡ ମେଡିକାଲରେ ଚିକିତ୍ସା ହେଉଥିଲେ। ତେବେ ବୁଧବାର ବିଳମ୍ବିତ ରାତିରେ ଉଭୟଙ୍କର ମୃତ୍ୟୁ ହୋଇଯାଇଛି।

ସୂଚନାଯୋଗ୍ୟ ଯେ, ନୟାଗଡ ଖଣ୍ଡପଡା ମଙ୍ଗଳସାହିର ସଦାନନ୍ଦ ପ୍ରଧାନ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣବଶତଃ କଳହ ହୋଇଥିଲା। ଏଥିରେ ଉତକ୍ଷେପିତ ହୋଇ ସଦାନନ୍ଦ ନିଜ ଦେହରେ କିରୋସିନୀ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ମଧ୍ୟ ପୋଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories