www.samajalive.in
Sunday, December 7, 2025
26.1 C
Bhubaneswar

ସାନଭାଇକୁ ହତ୍ୟା କଲା ବଡ଼ଭାଇ

କୁଚିଣ୍ଡା : ମହୁଲିପାଲି ଥାନା ଅନ୍ତର୍ଗତ କୁର୍ମିମୁଣ୍ଡା ଗାଁରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇର ଠେଙ୍ଗାମାଡ଼ରେ ସାନଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଭାଇବୋହୂ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଘରଡ଼ିହ ଭାଗବଣ୍ଟାକୁ କେନ୍ଦ୍ର କରି ବଚସାରୁ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତ ବଡ଼ଭାଇକୁ ଥାନାରେ ଅଟକ ରଖି ପଚାରାଉଚରା କରୁଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories