www.samajalive.in
Saturday, December 6, 2025
14.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର ଖଣ୍ଡଗିରି ହନୁମାନ ମନ୍ଦିର ନିକଟରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ କୌଣସି ପରିଚୟ ମିଳିପାରି ନାହିଁ। ଆଜି ସକାଳ ସମୟରେ ସ୍ଥାନୀୟ ଲୋକେ ଖଣ୍ଡଗିରି ଛକ ହନୁମାନ ମନ୍ଦିର ନିକଟରେ ଜଣେ ଯୁବକଙ୍କ ମୃତଦେହକୁ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। କେହି ଯୁବକ ଜଣଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories