www.samajalive.in
Monday, December 8, 2025
27.1 C
Bhubaneswar

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ           

ବ୍ୟାସନଗର : ସହରର ଧବଳଗିରି-ଫେରୋକ୍ରୋମ୍ ରାସ୍ତାର ଡାହାଣପଟେ ଥିବା ପୋଖରୀରୁ ଏକ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ଧବଳଗିରି ମହେନ୍ଦ୍ର ସିଂ ଙ୍କ ପୁଅ ଦେବାଶିଷ ସିଂ(୩୬) ଓରଫ ନିଲୁ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । କେହି ଦୁର୍ବୃତ୍ତ ଦେବାଶିଷଙ୍କୁ ହତ୍ୟା କରିବା ପରେ ପୋଖରୀରେ ଫିଙ୍ଗି ଦେଇଥିବା ପତ୍ନୀ ହତ୍ୟା ଅଭିଯୋଗ କରିଛନ୍ତି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories