www.samajalive.in
Friday, December 5, 2025
27.1 C
Bhubaneswar

ବୃଦ୍ଧଙ୍କୁ ପିଟିପିଟି ହତ୍ୟା, ଅଭିଯୁକ୍ତ ଅଟକ

ବୋଲଗଡ : ବୋଲଗଡ ବ୍ଲକ ବେଗୁନିଆ ଥାନା ବଡନୟାପଲ୍ଲୀ ନୁଆସାହିରେ ଅଭାବନୀୟ ଘଟଣା ଘଟିଛି। ଜଣେ ବୃଦ୍ଧଙ୍କୁ ଘରୁ ଡାକି ନେଇ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଶିବ ନାୟକ ବୋଲି ଜଣାପଡିଛି। ଶନିବାର ବିଳମ୍ବିତ ରାତିରେ ଶିବ ବେପାର ସାରି ଘରକୁ ଫେରୁଥିବାବେଳେ ଗାଁର ବିଶ୍ବଜିତ୍ ନାମକ ଜଣେ ବ୍ୟକ୍ତି ତାଙ୍କୁ ଘରକୁ ଡାକିନେଇଥିଲେ। ସେଠାରେ ଏକ କବାଟ କାଠ ଧଡାରେ ପିଟିଥିଲେ । ପରେ ଏକ କଟୁରିରେ ମୁଣ୍ଡକୁ ହାଣି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଶିବଙ୍କର ମୃତ୍ୟୁ ଘଟିଥିଲା । ପରେ ଗାଁ ଦାଣ୍ଡରେ ପକାଇ ଦେଇଥିଲା । ପରେ ଖବର ପାଇଁ ବେଗୁନିଆ ଥାନା ଅଧିକାରୀ ଜ୍ୟୋତିପ୍ରକାଶ ପଣ୍ଡା ,ଏସଡିପିଓ ଦିଲ୍ଲୀପ କୁମାର ଦାସ, ଏସପି ଯୁଗଳ କିଶୋର ପ୍ରମୁଖ ପହଞ୍ଚି ତଦନ୍ତ କରିଛନ୍ତି । ଅଭିଯୁକ୍ତ ବିଶ୍ୱଜିତକୁ ପୁଲିସ୍ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories