www.samajalive.in
Tuesday, December 9, 2025
16.1 C
Bhubaneswar

ପୋଖରୀରୁ ମହିଳାଙ୍କ ଅର୍ଦ୍ଧନଗ୍ନ ମୃତଦେହ ଜବତ, ହତ୍ୟା ସନ୍ଦେହ

ଟିଟିଲାଗଡ଼: ବଲାଙ୍ଗିର ଜିଲା ସଇଁତଳା ଥାନା ଅନ୍ତର୍ଗତ ବାବୁକେଲଗାଁର  ଗ୍ରାମ୍ୟ ପୋଖରୀରୁ ଜଣେ ମହିଳାଙ୍କ ଅର୍ଦ୍ଧନଗ୍ନ ମୃତଦେହ ଉଦ୍ଧାର ହୋଇଛି। ମହିଳା ଜଣକ ଗ୍ରାମର ଗୌର ସେଲମାଙ୍କ ପତ୍ନୀ ରାମା ସେଲମା (୪୫) ବୋଲି ଜଣାପଡିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମହିଳାଙ୍କୁ ହତ୍ୟା କରାଯାଇଥିବା ପାରିପାର୍ଶ୍ଵିକ ପରିସ୍ଥିତିରୁ ପୁଲିସ ସନ୍ଦେହ କରୁଛି। ସଇଁତଳା ଥାନା ଆଇଆଇସି ବାରିଣୀ ଦାସଙ୍କ ନେତୃତ୍ୱରେ ଏକ ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories