www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀ: ତିସ୍‌ ହଜାରୀ କୋର୍ଟ ଚ୍ୟାମ୍ବରରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନୂଆଦିଲ୍ଲୀ: ଦିଲ୍ଲୀର ତିସ୍‌ ହଜାରୀ କୋର୍ଟର ଚ୍ୟାମ୍ବରରୁ ଜଣେ କର୍ମଚାରୀଙ୍କ ମୃତଦେହ ଜବତ ହୋଇଛି। ତିସ୍‌ ହଜାରୀ କୋର୍ଟ ପଶ୍ଚିମ ପାର୍ଶ୍ବ  ଚ୍ୟାମ୍ବରରୁ ଏହି ମୃତଦେହ ଉଦ୍ଧାର କରାଯାଇଛି। ମୃତକଜଣକ ବାର୍‌ର ଜଣେ ଆସ୍ଥାୟୀ କର୍ମଚାରୀ ବୋଲି ଜଣାପଡ଼ିଛି।


ପୁଲିସର କହିବାନୁସାରେ, ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଏହି କର୍ମଚାରୀ ଜଣକ ପ୍ରାୟତଃ ରାତିରେ ଚ୍ୟାମ୍ବରରେ ଶେଇଥାଆନ୍ତି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ କିଛି କୁହାଯାଇପାରିବ ବୋଲି ପୁଲିସ କହିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories