www.samajalive.in
Sunday, December 14, 2025
26.1 C
Bhubaneswar

ତିନି ମାସ ହେଲା ନିଖୋଜ ଥିଲେ ଯୁବକ: ମୃତଦେହ ପୋଖରୀ ଭିତରୁ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ନିଖୋଜ ଓକିଲଙ୍କ ମିଳିଲା ପତା। ତିନି ମାସ ତଳୁ ଘରୁ କୁଆଡେ ନିଖୋଜ ଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ଝାରପୋଖରୀଆ ଥାନା ଅର୍ନ୍ତଗତ ସିଲଫୋଡି ଉପରବେଡା ଅଞ୍ଚଳର ପୋଖରୀରେ କାର ପଡିଥିବାର ସକାଳୁ ଦେଖିବାକୁ ପାଇଥିଲେ ଗାଁ ଲୋକ।

ସାରସକଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କାରଟିକୁ ପାଣି ଭିତରୁ ଉଦ୍ଧାର କରିଥିଲେ। ପରେ କାର ଭିତରେ ଗଳିତ ମୃତଦେହକୁ ଉଦ୍ଧାର କରି ଯୁବକର ପରିଚୟ ପାଇଥିଲେ। ମୃତ ଯୁବକ ହେଲେ ବିଶୋଇ ଅଞ୍ଚଳର ୪୨ବର୍ଷୀୟା ଗୁଲେଶ ଗୋଚ୍ଛାୟତ। ଏନେଇ ଝାରପୋଖରୀଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories