www.samajalive.in
Monday, December 8, 2025
17.1 C
Bhubaneswar

ରେଳଧାରଣାରେ ୩ ହରିଣ ମୃତ

ଜଗତସିଂହପୁର : ଜଗତସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ଜୟପୁର-ଗୋପାଳପୁର ରେଳ ଧାରଣାରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ୩ଟି ହରିଣ ରେଳ ଧାରଣା ପାର ହୋଇଥିବା ବେଳେ ତାଙ୍କ ଉପରେ ମାଲଗାଡ଼ି ଚଢିଯାଇଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ହରିଣଙ୍କର ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପୋତି ଦିଆଯାଇଥିବା ଜଣାପଡ଼ିଛି।
ମାଲଗାଡ଼ିଟି ପାରାଦୀପରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ନିକଟସ୍ଥ ଜଙ୍ଗଲରୁ ହରିଣ ପଲ ବାହାରି ରେଳ ଧାରଣା ପାର ହେଉଥିବା ବେଳେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories