ଢେଙ୍କାନାଳ : ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମହାବିରୋଡ଼ ରେଞ୍ଜ କୁଟୁରିଆ ଗାଁ ପାଖ ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଠାବ ହୋଇଥିବା ଜଣାପଡ଼ିଛି। ହାତୀଟିର ବୟସ ୨୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟଲୋକଙ୍କ ଠାରୁ ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।
Popular Categories



