ଅନୁଗୁଳ : ଅନୁଗୁଳ ଜିଲା କୁମଣ୍ଡ ଚଣ୍ଡିବଜାର ନିକଟରେ ଏକ ଗଛରୁ ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତେବେ ସେମାନଙ୍କୁ ହତ୍ୟା କି ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେମାନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
Popular Categories



