ନୟାଗଡ : ନୟାଗଡ ଜିଲା ଇଟାମାଟି ଥାନା ଚମ୍ପତିପୁର ପାଖ ରେଳ ଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତିଙ୍କ ପରିଚୟ ଜଣାପଡି ନାହିଁ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ରେଳ ଧାରଣାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
Popular Categories



