www.samajalive.in
Saturday, December 6, 2025
17.1 C
Bhubaneswar

କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ଜିଲା ସୋରର ସିମୁଳିଆ ଥାନା ଅନ୍ତର୍ଗତ ମୁରୁଣା ବାଙ୍ଗୁରୁପଦା କେନାଲରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ବେକରେ ରଶି ଦାଗ ଥିବା ସହ ତାଙ୍କୁ କେହି ଯୋଜନାବଦ୍ଧ ହତ୍ୟା କରିଛି ବୋଲି ସନ୍ଦେହ କରାଯାଉଛି। ଖବର ପାଇ ସିମୁଳିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories