www.samajalive.in
Saturday, December 6, 2025
23.1 C
Bhubaneswar

ରେଳ ଧାରଣା ନିକଟରୁ ସରପଞ୍ଚଙ୍କ ମୃତଦେହ ଉଦ୍ଧାର

ପିପିଲି: ରେଳ ଧାରଣା ନିକଟରୁ ଜଣେ ସରପଞ୍ଚଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତସରପଞ୍ଚ ହେଉଛନ୍ତି ସଦାନନ୍ଦପୁର ବାଲିସାହିର ଅଜୟ କୁମାର ବେହେରା (୩୫)। ସେ ସତ୍ୟବାଦୀ ବ୍ଲକ ବିରରାମଚନ୍ଦପୁରର ସରପଞ୍ଚ ବୋଲି ଜଣାପଡିଛି । ମଙ୍ଗଳବାର ସକାଳୁ ତାଙ୍କ ଘରଠାରୁ ଅନତି ଦୂରରେ ଥିବା ଏକ ରେଳ ଧାରଣା ନିକଟରେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟଲୋକ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ ।  ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories