www.samajalive.in
Tuesday, December 9, 2025
26.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସାଲେପୁର: କଟକ ଜିଲ୍ଲା ସାଲେପୁର ଶଙ୍କରପୁର ଅଞ୍ଚଳରୁ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ତେବେ ଯୁବକଙ୍କୁ ଆକ୍ରମଣ କରିବା ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହି ଘଟଣାରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories