ବାଲେଶ୍ୱର : ଚାନ୍ଦିପୁର ସମୁଦ୍ରକୂଳରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି।
ସୋମବାର ସକାଳେ ବାଲେଶ୍ୱର ଜିଲା ଚାନ୍ଦିପୁର ସମୁଦ୍ରକୂଳରେ ଜଣେ ଯୁବକଙ୍କ ମୃତଦେହ ପଡିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
ସମୁଦ୍ରକୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
Popular Categories



