www.samajalive.in
Saturday, December 6, 2025
14.1 C
Bhubaneswar

ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର : ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଭଞ୍ଜନଗର ସୋରଡା ଗୋଚ୍ଛାମିଲରେ ଘଟିଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ମୃତକଙ୍କ ନାମ ବେଣୁଧର ମଲ୍ଲିକ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏହାସହ ତଦନ୍ତ ମଧ୍ୟ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ବେଣୁଧରଙ୍କ ସହ ଅନ୍ୟ ଯୁବକମାନଙ୍କର ବଚସା ହୋଇଥିଲା। ବଚସା କାରଣରୁ ଏହି ହତ୍ୟାକାଣ୍ଡ ହୋଇଥାଏ ପାରେ ବୋଲି ସନ୍ଦେହ କରାଯାଉଛି। ପରିବାର ଲୋକେ ଏନେଇ ସୋରଡା ଥାନାରେ ଅଭିଯୋଗ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories