www.samajalive.in
Friday, December 12, 2025
14.1 C
Bhubaneswar

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କାଲିମେଳା : କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍ଭି ୧୧୪ଗ୍ରାମରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଯୁବତୀ ଜଣକ ୨ ଦିନ ହେଲା ଘର ଛାଡି କେର୍ଉ ଆଡେ ପଳାଇଥିଲେ। ପରିବାର ଲୋକେ ଝିଅକୁ ଖୋଜାଖୋଜି କରିବା ସତ୍ତ୍ବେ ପାଇନଥିଲେ। ତେବେ ବୁଧବାର ସକାଳେ ଝିଅର ଝୁଲନ୍ତା ମୃତଦେହ ଗ୍ରାମ ନିକଟ ଏକ ଗଛରେ ଦେଖିବାକୁ ପାଇଥିଲେ। ଏହାକୁ ନେଇ ମୋଟୁ ଥାନାରେ ଖବର ଦିଆଯାଇଥିଲା। ମୋଟୁ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ତେବେ ପ୍ରେମ ସମ୍ପର୍କକୁ ନେଇ ଏପରି ହୋଇଥିବା ଅନୁମାନ କରାଯାଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories