www.samajalive.in
Saturday, December 6, 2025
26.1 C
Bhubaneswar

ଧାନ ବିଲରେ ପଡି ରହିଛି ମହିଳାଙ୍କ ମୃତଦେହ

କଙ୍କଡାହାଡ : କଙ୍କଡାହାଡ ବ୍ଲକ ଡଙ୍ଗାପାଳ ଠାରେ ଜଣେ ଅଜଣା ମହିଳାଙ୍କ ମୃତଦେହ ଦେଖିବାକୁ ମିଳିଛି। ମହିଳା ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରି ଥିବା ସନ୍ଦେହ କରାଯାଉଛି। ଗ୍ରାମବାସୀ ଧାନ ବିଲରେ ମହିଳାଙ୍କ ମୃତ ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

Related Articles

Popular Categories