www.samajalive.in
Sunday, December 7, 2025
26.1 C
Bhubaneswar

କାର ଧକ୍କାରେ ଛାତ୍ରୀ ମୃତ

ବଲାଙ୍ଗୀର : କାର ଧକ୍କାରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ଜଣକ କଣ୍ଟାବାଞ୍ଜି ଥାନା ଧୁସମ୍ଭୁ ଗ୍ରାମର ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇଥିବା କାରକୁ ବଙ୍ଗମୁଣ୍ଡା ପୁଲିସ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ଛାତ୍ରୀଙ୍କ ମୃତ୍ୟୁ ପରେ ମୃତଦେହ ରଖି ଉତ୍ତ୍ୟକ୍ତ ଗ୍ରାମବାସୀ ୫୯ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି।

 

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories