www.samajalive.in
Saturday, December 6, 2025
14.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ମହୁଲପାଳ-ସାରୁଆଳି ରାସ୍ତା ଗୁମୁରାନାଳ ପୋଲ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ମୃତଦେହ ନିକଟରୁ ଏକ ସ୍କୁଟିକୁ ମଧ୍ୟ ପୁଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଉଛନ୍ତି କାମାକ୍ଷାନଗର ସହର ଆଳତୁମା ଗ୍ରାମର କାଳିଆ ପ୍ରଧାନ (୨୩) ବୋଲି ଜଣାପଡିଛି। ପୁଲିସ ତାଙ୍କ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories