ରାୟଗଡା : ରାୟଗଡା ଜିଲା ମଝିଘରିଆଣି ମନ୍ଦିର ନିକଟ ଝଞ୍ଜାବତୀ ନଦୀରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣକ ସ୍ଥାନୀୟ ବକିଟିସାହିର ବୋଲି ଜଣାପଡିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଯୁବତୀ ଜଣକ ଶୁକ୍ରବାର ଠାରୁ ନିଖୋଜ ଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



