ନୟାଗଡ : ନୟାଗଡ ଜିଲା କୋରଡା ତ୍ରିନାଥ ମନ୍ଦିର ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ତେବେ ମୃତକ ଜଣକ କୋରଡା ଗ୍ରାମର ବୋଲି ଜଣାପଡିଛି।। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
Popular Categories



