ରାଇରଙ୍ଗପୁର : ବାଦାମବାହାଡ ଥାନା ପାହାଡପୁର ଜଙ୍ଗଲରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀଙ୍କ ମୁଣ୍ଡ ପୋଡି ଯାଇଥିବାରୁ ତାଙ୍କର ପରିଚୟ ମିଳିପାରିନାହିଁ । ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
Popular Categories



