www.samajalive.in
Sunday, December 7, 2025
23.1 C
Bhubaneswar

ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଡଭେଲା: ତୁଷୁରା ଥାନା ଅନ୍ତର୍ଗତ ଘୁନା ପେକ୍ସ ପଛ ପଟେ ଥିବା ଏକ ଘର ଭିତରୁ ଜଣେ ବାବାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବାବା ଜଣକ ବିଶ୍ବାମିତ୍ର କୁମ୍ଭାର ବୋଲି ଜଣାଯାଇଛି। ସେ କଳାହାଣ୍ଡି ଜିଲ୍ଲା ତେଜିପଡା ଗ୍ରାମର। ପ୍ରାୟ ତିନିବର୍ଷ ହେବ ସେ ଘୁନାକୁ ଆସି ରହୁଥିଲେ। ମୃତଦେହର ଅବସ୍ଥାରୁ ଅନୁମାନ କରାଯାଉଛି ଯେ ବାବାଙ୍କ ମୃତ୍ୟୁ ପ୍ରାୟ ତିନି ଦିନ ତଳେ ହୋଇଛି। କେଉଁ କାରଣରୁ ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ । ତୁଷୁରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପରେ ମୃତଦେହକୁ ଜବତ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories