www.samajalive.in
Tuesday, December 9, 2025
15.1 C
Bhubaneswar

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

କଟକ : କଟକ ବାଦାମବାଡ଼ି ଥାନା ଅନ୍ତର୍ଗତ ଓଏସ୍‍ଏଲ୍‍ ଟାୱାର ସମ୍ମୁଖରୁ ସୋମବାର ଜଣେ ଅଜଣା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତିଙ୍କ ପରିଚୟ ଏଯାବତ୍‍ ମିଳିପାରି ନାହିଁ। ଯୁବକଙ୍କ ଶରୀରରେ ଅନେକ କ୍ଷତ ଚିହ୍ନ ରହିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ବାଦାମବାଡ଼ି ପୁଲିସ ମୃତଦେହକୁ ଜବତ କରି ଛାନବିନ୍‍ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories