www.samajalive.in
Monday, December 15, 2025
26.1 C
Bhubaneswar

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତିହିଡ଼ି : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ରାଢଙ୍ଗ ଗାଁରେ ଥିବା ପୋଖରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାଁ ସଞ୍ଜୀବ ନାୟକ(୨୪)। ମିଳିଥିବା ସୂଚନା ଅନୁସାରେ, ସେ ଗତ ବୁଧବାରଠାରୁ ନିଖୋଜ ଥିଲେ। ଆଜି ତାଙ୍କ ମୃତଦେହ ଗାଁ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏନେଇ ପୁଲସିକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories