www.samajalive.in
Wednesday, December 10, 2025
17.1 C
Bhubaneswar

ଗାଁରେ ପହଞ୍ଚିଲା ୬ ଓଡ଼ିଆ ଶ୍ରମିକଙ୍କ ମରଶରୀର

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ପଥର ଖାଦାନରେ ପ୍ରାଣ ହରାଇଥିବା ୬ ଓଡ଼ିଆ ଶ୍ରମିକଙ୍କ ମରଶରୀର ସୋମବାର ଓଡ଼ିଶା ଫେରିବା ସହିତ ସେମାନଙ୍କ ଗ୍ରାମରେ ପହଞ୍ଚିଛି। ଶ୍ରମିକମାନଙ୍କ ମରଶରୀର ଗ୍ରାମରେ ପହଞ୍ଚିବା ପରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ବନ୍ଧୁ ଓ ପରିଜନଙ୍କ କାନ୍ଦବୋବାଳିରେ ଗାଁ ଫାଟି ପଡ଼ିଥିଲା।

ଆନ୍ଧ୍ରପ୍ରଦେଶର ବାପଟଲା ଜିଲାରେ ରବିବାର ଏକ ଗ୍ରାନାଇଟ୍‌ ପଥର ଖଣିରେ ବିସ୍ଫୋରଣ ଯୋଗୁ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ପଥର ତଳେ ଚାପି ହୋଇ ଆହୁରି ୧୦ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ପ୍ରାଣ ହରାଇଥିବା ୬ ଓଡ଼ିଆ ଶ୍ରମିକ ଗଞ୍ଜାମ ଏବଂ ଗଜପତି ଜିଲାର। ଦୁଇ ଜଣ ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଅଲରାର ହୋଇଥିବାବେଳେ ଅନ୍ୟ ୪ ଜଣ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର। ଆଜି ସେମାନଙ୍କ ଗାଁରେ ମରଶରୀର ପହଞ୍ଚିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories