www.samajalive.in
Saturday, December 6, 2025
14.1 C
Bhubaneswar

ଆଠଗଠ ବନଖଣ୍ଡରେ ଦନ୍ତାର ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଆଠଗଡ଼ ବନଖଣ୍ଡରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ବନଖଣ୍ଡର କୁଲେଇଲୋ ପଡ଼ିଆରେ ହାତୀଟିର ମୃତଦେହ ପଡ଼ି ରହିଛି। ସ୍ଥାନୀୟ କିଛି ବ୍ୟକ୍ତି ହାତୀର ମୃତଦେହ ଦେଖି ବନ ବିଭାଗକୁ ଖବର ଦେଇଥିବା ସୂଚନା ମିଳିଛି। ହାତୀଟିର ମୃତ୍ୟୁ କିପରି ହୋଇଛି ତାହା ଜଣାପଡ଼ି ନାହିଁ। ତେବେ ବିଦ୍ୟୁତ ଆଘାତ ଯୋଗୁ ଦନ୍ତାର ମୃତ୍ୟୁ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories