www.samajalive.in
Monday, December 15, 2025
26.1 C
Bhubaneswar

ଦନ୍ତା ମୃତଦେହ ଠାବ

ସମାଜ ଡିଜିଟାଲ ଡେସ୍କ: ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ଟାଙ୍ଗି ରେଞ୍ଜ ଅଞ୍ଚଳରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରେ ଶୁକ୍ରବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ହାତୀଟି କିପରି ପ୍ରାଣ ହରାଇଛି ତାହା ଏଯାଏ ଜଣାପଡ଼ିନାହିଁ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ବନବିଭାଗ ଟିମ୍ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories