www.samajalive.in
Monday, December 8, 2025
24.1 C
Bhubaneswar

ଗଛରୁ ଝୁଲନ୍ତା ମୃତଦେହ ଜବତ, ହତ୍ୟା ସନ୍ଦେହ

ଭବାନୀପାଟଣା: ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ବଜାର ପଡ଼ାର ଗୋଟିଏ ବରଗଛରେ ଶୁକ୍ରବାର ଏକ ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ନୂଆପଡା ଜିଲ୍ଲା କୁର୍ଲୁଭଟା ଗାଁର ଝଜ ସା (୩୫)। ଝଜ ନାଟକ ପରିବେଷଣ ପାଇଁ ଏଠାକୁ ଆସିଥିବା ଜଣାପଡିଛି। ତେବେ ଏହା ଆତ୍ମହତ୍ୟା ନାଁ ହତ୍ୟା ସେ ନେଇ ସ୍ଥାନୀୟ ଅଞ୍ଚଳରେ ନାନା କଳ୍ପନା କଳ୍ପନା ପ୍ରକାଶ ପାଇଛି। ଦଶପୁର ଫାଣ୍ଡି ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories